ଆଜିର ଖବର ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩ ଜଣ ଗବେଷକ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି।…