ବୁରେଭି

ଭୁବନେଶ୍ବର, ନିଭାର ପରେ ଏବେ ବଙ୍ଗୋପ ସାଗରର ପୁଣି ଏକ ବାତ୍ୟା ଆସୁଛି। ଏହା ଦକ୍ଷିଣପଶ୍ଚିମ ଅଞ୍ଚଳ‌ରେ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।…