ଆଜିର ଖବର ବୁଲଢାଣା ବସ୍ ଦୁର୍ଘଟଣାରେ ୩ ସମେତ ୨୫ ମୃତ୍ୟୁ: ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କ ଶୋକ ମୁମ୍ବାଇ: ଶୁକ୍ରବାର ବିଳମ୍ବିତ ରାତିରେ ମହାରାଷ୍ଟ୍ରର ବୁଲଢାଣା ଜିଲ୍ଲାରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ୨୫ ଜଣ ପ୍ରାଣ…