ଆଞ୍ଚଳିକ ବାଣପୁର ଗସ୍ତରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ: ପାର୍ବଣ ଋତୁରେ କୋଭିଡ ସଂକ୍ରମଣ ବୃଦ୍ଧି ଆଶଙ୍କାରେ କଲେ ସମୀକ୍ଷା ବୈଠକ ସୀତାରାମ ଅଗ୍ରୱାଲ ବାଣପୁର: ବିଗତ କିଛି ଦିନ ହେଲା ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ କ୍ଷିପ୍ର ଗତିରେ କମୁଥିଲେ ସୁଦ୍ଧା ଏହାକୁ ଶୂନ…