ବିଶେଷ ଖବର ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ରାଜ୍ୟରେ ନିର୍ମାଣ ହେବ ୩ଟି ନୂଆ ବୃହତ୍ ସେତୁ ଭୁବନେଶ୍ବର: ରାଜ୍ୟରେ ୩ଟି ବୃହତ ସେତୁ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।…