ଆଜିର ଖବର ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡ ଉପରେ କାର୍ଯ୍ୟାନୁଷ୍ଠାନ, ଆତଙ୍କବାଦୀ ଘୋଷଣା କଲେ ସରକାର ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଜି ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ (UAPA) ଅନୁଯାୟୀ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡକୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାରି…