ଆଞ୍ଚଳିକ କୃଷ୍ଣ ଦୈ୍ୱପାୟନ ବେଦ ପାଠଶାଳାରେ ବ୍ୟାସଦେବଙ୍କ ଜୟନ୍ତୀ ପାଳିତ ରଣପୁର: ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା । ଆଷାଢ ପୂର୍ଣ୍ଣିମା ଦିନ ମହର୍ଷି ବ୍ୟାସଦେବଙ୍କ ଜନ୍ମ ଜୟନ୍ତୀକୁ ଗୁରୁ ପୂର୍ଣ୍ଣିମା ଭାବେ ପାଳନ କରାଯାଏ ।…