ବିଶେଷ ଖବର ଏଥର ବେଗୁନିଆରୁ କିଏ ହେବ ବିଜେଡି ପ୍ରାର୍ଥୀ? ପ୍ରଶାନ୍ତ ଜଗଦ୍ଦେବ, ରାଜେନ୍ଦ୍ର ନା ପ୍ରଦୀପ ସାହୁ ଭୁବନେଶ୍ବର: ଓଡିଶା ବିଧାନସଭା ନିର୍ବାଚନକୁ ଆହୁରି ବର୍ଷେ ବାକିଥିଲେ ମଧ୍ୟ ବର୍ତ୍ତମାନଠାରୁ ରାଜ୍ୟ ରାଜନୀତି ବେଶ୍ ଉଷୁମ ହେବାରେ ଲାଗିଛି। ତେବେ ଏହା ବେଗୁନିଆ ନିର୍ବାଚନ ମଣ୍ଡଳୀରେ…