ଆଜିର ଖବର ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ ଭଞ୍ଜନଗର: ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ବଜ୍ରପାତରେ ଶାଶୁ ବୋହୁଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀଏବଂ ବୋହୂ ସନ୍ତୋଷିନୀ ବିଷୋୟୀ।…