ଆଞ୍ଚଳିକ ଖୋର୍ଦ୍ଧା ଜିଲ୍ଲାର ବ୍ରଜମୋହନପୁର ପଞ୍ଚାୟତ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି। ମୋଟ ୧୨୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ…