ବ୍ରହ୍ମପୁର ଯିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ଭୁବନେଶ୍ବର ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେ…