ଆଜିର ଖବର କୋରାପୁଟରେ କଫି ବୋର୍ଡର ଅଧିକାରୀ ଓ ଚାଷୀଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ କୋରାପୁଟ: କୋରାପୁଟ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଫି ଗାର୍ଡେନ୍ ପରିଦର୍ଶନ କରିବା ସହ ଚାଷରେ ନିୟୋଜିତ ହୋଇଥିବା ଅଧିକାରୀ ଏବଂ ଚାଷୀମାନଙ୍କ ସହ…