ବ୍ରାହ୍ମପୁର ବିଶ୍ବବିଦ୍ୟାଳୟ

ଭୁବନେଶ୍ବର: ଆଜି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ନୂଆ କୂଳପତି ନିଯୁକ୍ତି ହୋଇଛନ୍ତି। ବିଶ୍ବବିଦ୍ୟାଳୟର କୁଳାଧୀପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ହେଉଛନ୍ତି…