ଆଜିର ଖବର ବ୍ଲକ ଅଧ୍ୟକ୍ଷାଙ୍କ ଘର ଉପରକୁ ଗୁଳିମାଡ଼ ବିନିକା: ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦଙ୍କ ଘର ଉପରକୁ ଗତକାଲି ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଏକ କାରରେ ଆସିଥିବା…