ବ୍ଲୁମବର୍ଗ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’

ରାଉରକେଲା: “ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ” ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି। ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର…