ଆଜିର ଖବର କରୋନାକୁ ହରାଇଲେ ୮୦ ବର୍ଷୀୟା ବୃଦ୍ଧା: କେନ୍ଦ୍ରାପଡ଼ା ସମ୍ କୋଭିଡ୍ ହସ୍ପିଟାଲରୁ ହେଲେ ସୁସ୍ଥ ଭୁବନେଶ୍ୱର: କରୋନାକୁ ପରାସ୍ତ କରିଛନ୍ତି ପୁଣି ଜଣେ ବୟୋଜ୍ୟେଷ୍ଠା। ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ ଦୃଢ ଇଛାଶକ୍ତି ଆଗରେ ହାର ମାନିଛି କୋଭିଡ। ବୃଦ୍ଧାଙ୍କର ଦୃଢ଼ ମନୋବଳ,…