ଆଜିର ଖବର ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ ନୟାଗଡ଼: ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ…