ଅପରାଧ ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭଞ୍ଜନଗର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କର୍ତ୍ତବ୍ୟରତ ସହକାରୀ ଯନ୍ତ୍ରୀ ପଞ୍ଚୁ ବେହେରାଙ୍କୁ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ…