ଆଜିର ଖବର ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ଆଜି ଭଦ୍ରକଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ବାର୍ତ୍ତାଳାପ…