ବିଶେଷ ଖବର ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ ଭୁବନେଶ୍ୱର: କୋର୍ଟର ନିର୍ଦ୍ଦେଶ ସତ୍ୱେ ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ମହିଳା ଏବଂ ସନ୍ତାନସନ୍ତତିଙ୍କ ଚିନ୍ତା ଦୂର ହୋଇଛି। ଏଭଳି ପୁରୁଷ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ…