ଆଜିର ଖବର ରଣପୁର: ଶିକ୍ଷକମାନସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଭାବବିହ୍ୱଳ ପରିବେଶ ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ଦେଉଳି ଗ୍ରାମର ପୁଅ ତଥା ଗୋପାଳପୁର ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି।…