ଆଜିର ଖବର ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ଏମ୍.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍.ଭି. ଚନ୍ଦନା…