ଜାତୀୟ ଖବର ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ ବିରୋଧୀ ଦଳମାନେ ଆଣିଥିବା ଭ୍ରମାତ୍ମକ ଅଭିଯୋଗକୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ…