ଅନ୍ତରାଷ୍ଟ୍ରୀୟ ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ପ୍ରଥମ ଟେଷ୍ଟ: ଜାଣନ୍ତୁ କିପରି ରହିବ ପାଣିପାଗ ନୂଆଦିଲ୍ଲୀ: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି ଠାରୁ ଆରମ୍ଭ ହେବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍ ଚଟଗାଓଁର ଜହୁର…