ଆଜିର ଖବର India Oman CEPA: ଭାରତ ଓମାନ ମଧ୍ୟରେ ଆଜିଠାରୁ ଆରମ୍ଭ ହେଲା ସିଇପି ଚୁକ୍ତିନାମା India Oman CEPA: ଭାରତ-ଓମାନ ବ୍ୟାପକ ଆର୍ଥିକ ସହଭାଗୀତା ଚୁକ୍ତିନାମା, CEPA ଆଜିଠାରୁ କାର୍ଯ୍ୟକାରୀ ହୋଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ…