ଆଜିର ଖବର ଭାରତର ନିର୍ବାଚନ ଆୟୁକ୍ତଙ୍କ ଓଡିଶା ଗସ୍ତ: ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ସମ୍ପର୍କରେ କରିବେ ସମୀକ୍ଷା ଭୁବନେଶ୍ଵର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା…