ଭାରତର ସଫଳତା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ…