ଆଜିର ଖବର ଏସସିଏସଟିଆରଟିଆଇ ପକ୍ଷରୁ ‘ଜନଜାତୀୟ ଗୌରବ ଦିବସ’ ପାଳନ ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଭାରତୀୟ ଆଦିବାସୀ ଜୀବନର ପ୍ରେରଣା ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୧୫କୁ ଦେଶବ୍ୟାପି ‘ଜନଜାତୀୟ ଗୌରବ ଦିବସ’ ଭାବେ…