ଅନ୍ତରାଷ୍ଟ୍ରୀୟ କାନାଡା: ସଡ଼କ ଦୁର୍ଘଟଣାରେ ୫ ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ଦୁଇ ଗୁରୁତର ନୂଆଦିଲ୍ଲୀ: ଶନିବାର ଦିନ କାନାଡାରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଦୁଇଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି।…