ଭିଡିଓ କନ୍‌ଫରେସନ୍‌ସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।…