ଆଞ୍ଚଳିକ ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ଚିଲିକା: ଭିବି ଜି ରାମ ଜି ଅଧୀନରେ ବ୍ଲକ୍ ସ୍ତରରେ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ…