ଆଜିର ଖବର କରୋନାରେ ମୃତ୍ୟୁ ହୋଇଥିବା ସାମ୍ବାଦିକ ପରିବାରଙ୍କୁ ସହାୟତା ରାଶି ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲାପାଳ ଖୋର୍ଦ୍ଧା: କରୋନାରେ ଆକ୍ରାନ୍ତ ହୋଇ ବୈଦ୍ୟୁତିକ ଗଣମାଧ୍ୟମ ନିଉଜ-୧୮ର ଭୁବନେଶ୍ବର ପ୍ରତିନିଧି ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସୁପାରିସ କ୍ରମେ ରାଜ୍ୟ ସରକାର…