Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୯୦: ସୁସ୍ଥ ହେଲେ ୧୩୯ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୭୯୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ହଜାର ୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୭୬: ସୁସ୍ଥ ହେଲେ ୧୪୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୨୦୪ କୁ ବୃଦ୍ଧି ହୋଇଛି।

ଓଲ୍ଡ ଟାଉନରୁ ସର୍ବାଧିକ ୩୩ ଜଣ ଚିହ୍ନ ହୋଇଥିବା ବେଳେ ନୟାପଲ୍ଲୀରୁ ୨୫, ପଟିଆରୁ ୨୩, ଚନ୍ଦ୍ରଶେଖରପୁରରୁ ୨୧ ଜଣ, ଟଙ୍କପାଣି ରୋଡରୁ ୧୮, ଲକ୍ଷ୍ମୀସାଗରରୁ ୧୭, ରସୁଲଗଡରୁ ୧୨, ଜାଗମରାରୁ ୧୦ ଏବଂ ବରମୁଣ୍ଡାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୩୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୫୮୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଞ୍ଚଳିକ

ଭୁବନେଶ୍ବରରେ ପାନୀୟ ଜଳ ସେବା: ମିଶ୍ରି ଲେମ୍ବୁ ପାଣି ପିଇବା ପାଇଁ ଲୋକଙ୍କ ମଧ୍ୟରେ ଦେଖାଯାଉଛି ଉତ୍ସାହ

ଭୁବନେଶ୍ଵର: ଭୁବନେଶ୍ବରର ସ୍ମାର୍ଟ ସିଟି ଅନଲାଇନ ଅଟୋ ଗ୍ରୁପ ପକ୍ଷରୁ ଏକ ଅଭିନବ ପ୍ରୟାସ। ଏହି ଗ୍ରୁପ ପକ୍ଷରୁ ଏକ ପାନୀୟ ଜଳ ସେବା ଶିବିର ଆରମ୍ଭ ହୋଇଛି।

ରାମ ମନ୍ଦିର ନିକଟସ୍ଥ ପ୍ରଦର୍ଶନୀ ପଡିଆ ସମ୍ମୁଖରେ ଏହି ଅଟୋ ଗ୍ରୁପ ମାଗଣାରେ ବିଭିନ୍ନ ପ୍ରକାର ପାନୀୟ ଲୋକମାନଙ୍କୁ ଯୋଗାଇଦେଉଛି। କରୋନା କଟକଣା ନିୟମକୁ ମାନି ଏହି ଅଟୋ ଗ୍ରୁପ ପାନୀୟ ବଣ୍ଟନ କରିବା ସହ ଲୋକମାନଙ୍କ ପ୍ରତି ବେଶ୍ ଧ୍ୟାନ ଦିଆଯାଉଛି। ବିଶେଷ କରି ଏଠାରେ ସାମାଜିକ ଦୁରତ୍ଵକୁ ଅଧିକ ଗୁରତ୍ଵ ଦିଆଯାଉଛି।

ତେବେ ସ୍ମାର୍ଟସିଟି ଅନଲାଇନ ଅଟୋ ଗ୍ରୁପ ପକ୍ଷରୁ ଏଭଳି ସେବା ବିଗତ ୪ ବର୍ଷ ଧରି ଜାରି ରହିଛି ବୋଲି ଜଣେ ସଦସ୍ୟ କହିଛନ୍ତି। ଏହି ମହାମାରୀରେ ଅଟୋ ଚାଳକମାନେ ଅଧିକ ପ୍ରଭାବିତ ହୋଇଥିଲେ ମଧ୍ୟ ନିଜର ସଞ୍ଚିତ ଅର୍ଥରୁ ଲୋକଙ୍କୁ ସେବା ଯୋଗାଇବା ଏକ ପ୍ରଶଂସନୀୟ କାର୍ଯ୍ୟ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଏହି ପାନୀୟ ଜଳ ଶିବିରଟି ବିଏମସି ଏବଂ ସ୍ମାର୍ଟ ସିଟି ଅନଲାଇନ ଅଟୋ ଗ୍ରୁପ, ଭୁବନେଶ୍ବରର ମିଳିତ ଆନୁକୁଲ୍ୟରେ ଆୟୋଜନ କରାଯାଉଛି। ବିଏମସି ଶୁଦ୍ଧ ଜଳ ଯୋଗାଉଥିବା ବେଳେ ମିଶ୍ରି, ଲେମ୍ବୁ, ପୁଦିନା, ଦହି, ରସ୍ନା ଆଦିକୁ ନେଇ ବିଭିନ୍ନ ପ୍ରକାର  ପାନୀୟ ଅଟୋ ଗ୍ରୁପ ପ୍ରସ୍ତୁତ କରୁଛି।

ଏହି ଶିବିରରେ ପୁଦିନା ଲେମ୍ବୁ ପାଣି, ମିଶ୍ରି ଲେମ୍ବୁ ପାଣି, ଦହି ପାଣି, ରସ୍ନା ପାଣି ଆଦି ଉପଲବ୍ଧ ହେଉଛି। ରାସ୍ତାରେ ଯାଉଥିବା ଯାତ୍ରୀମାନେ ଏସବୁକୁ ଉତ୍ସାହର ସହ ପିଇବା ସହ ଆୟୋଜକଙ୍କ ଉପରେ ଖୁସିବ୍ୟକ୍ତ କରୁଥିବା ଦେଖାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୮୧: ସୁସ୍ଥ ହେଲେ ୨୦୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୭୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୭୨୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୨୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୨୪୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର

ଆଜି ପବିତ୍ର ଅଶୋକାଷ୍ଟମୀ, ଏହି ଦିନ ରଥରେ ପ୍ରଭୃ ଲିଙ୍ଗରାଜ କାହିଁକି ମାଉସୀମା ମନ୍ଦିର ଯାଇଥାନ୍ତି ?

ଭୁବନେଶ୍ବର, ଆଜି ହେଉଛି ପବିତ୍ର ଅଶୋକାଷ୍ଟମୀ। ସାରା ଓଡିଶାରେ ଏହି ପାଳିତ ହେଉ ନ ଥିଲେ ମଧ୍ୟ ପ୍ରଭୃ ଲିଙ୍ଗରାଜଙ୍କର ଏହି ଦିନଟି ହେଉଛି ବେଶ ଗୁରୁତ୍ବପୂର୍ଣ୍ଣ। କାରଣ ଏହି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ରଥଯାତ୍ରାକୁ ରୁକୁଣା ରଥଯାତ୍ରା ବୋଲି କୁହାଯାଇଥାଏ। ସାଧାରଣତଃ ଅଶୋକାଷ୍ଟମୀ ପରେ ପଡିଥାଏ ରାମ ନବମୀ। ପରଦିନ ରାମ ନବମୀ ପଡୁଥିବାରୁ ସାଧାରଣତଃ ଅଶୋକାଷ୍ଟମୀ ଅଶୋକ ବନ ସହିତ ଯୋଡି ହୋଇଥାଏ। ଏହି ଦିନ ମା ସୀତା ଦେବୀ ଅଶୋକ ଜଳପାନ କରି ସବୁ ଦୁଃଖ ଭୁଲିଯାଇଥିଲେ ବୋଲି ଲୋକ କଥା ରହିଛି।

ରୁକୁଣା ରଥ ଯାତ୍ରାର ମହତ୍ବ

ଏକ୍ରାମ କ୍ଷେତ୍ରର ଅଧୀଶ୍ୱର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ । ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ।

ପୁରାଣ ଅନୁଯାୟୀ,ରାବଣ ଦ୍ବାରା ଅପହୃତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ର ଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ୱାରା ଶିବ ଆରାଧନା କରିଥିଲେ। ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢ଼ି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି ।

ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବୈଶିଷ୍ଠଙ୍କ ପରାମର୍ଶ କ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ। ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ୱରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ। ସେହି ଅନୁସାରେ ଲିଙ୍ଗରାଜମନ୍ଦିରର ଅନତି ଦୂରରେ ରହିଛି ରାମେଶ୍ବର ମନ୍ଦିର।

ତେବେ ସେହି ମନ୍ଦିରକୁ ପୂଜାଅର୍ଚ୍ଚନା କରିବା ପାଇଁ ପ୍ରଭୁ ଲିଙ୍ଗରାଜଙ୍କୁ ରାମଚନ୍ଦ୍ର ଅନୁରୋଧ କରିଥିଲେ। ଫଳେ ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଲିଙ୍ଗରାଜ ରାମେଶ୍ୱର ପୀଠକୁ ଆସି ପୂଜା ଗ୍ରହଣ କରିଥାନ୍ତି। ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଏବଂ ଦେବୀ ରୁକ୍ମିଣୀ ରଥାଋଢ ହୋଇ ଆସିଥାନ୍ତି।  ଏହି ରଥରେ ଦେବୀ ରୁକ୍ମିଣୀ ଆସୁଥିବାରୁ ଏହି ରଥକୁ ରୁକୁଣା ରଥ କୁହାଯାଏ ।

ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ୱରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ୱରେ ବାସୁଦେବ ବିରାଜମାନ ହୁଅନ୍ତି। ଏହାପରେ ରଥଟଣା ଆରମ୍ଭ ହୋଇଥାଏ। ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ୱର ମନ୍ଦିରରେ ରହେ। ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି। ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ୱର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ୱର କପିଳେଶ୍ୱର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ୱର ଦେବଙ୍କ ପିଠରେ ମଧ୍ୟ ପାଳିତ ହୁଏ।

ରୁକୁଣା ରଥ ନିର୍ମାଣ କାହାଣୀ

ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବାକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ କୁହାଯାଇଥାଏ। ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜା ଅର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ମହାଶିବରାତ୍ରୀ ପରେ ରଥ କାମ ଆରମ୍ଭ ହୁଏ । ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବା ବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ। ।

ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ। ରଥର ଚାରିପାର୍ଶ୍ୱରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ । ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ୱାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ। ଏହାକୁ ନେତ ଉତ୍ସବ କୁହାଯାଏ ।

ମରିଚି କୁଣ୍ଡ ପାଣିର ରହସ୍ୟ

ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିର ପ୍ରାଙ୍ଗଣେ ଥିବା ମରିଚି କୁଣ୍ଡରେ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ। ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣା ରଥକୁ ପୂଜା କରାଯାଏ। ରଥ ପୂଜା ପାଇଁ ଏହି ମରିଚି କୁଣ୍ଡ ପାଣିକୁ ନିଆ ଯାଇଥାଏ।

ଏହି ପାଣି ରଥ ପୂଜା ପାଇଁ ନେବା ପରେ ବନ୍ଧ୍ୟାନାରୀମାନଙ୍କୁ ପାଣି କଳସ ପ୍ରଦାନ କରାଯାଇଥାଏ। ସେଥିପାଇଁ ମୁକ୍ତେଶ୍ବର ମନ୍ଦିର କମିଟ ଏହି ପାଣିକୁ ନିଲାମ କରିଥାନ୍ତି। ଅଶୋକାଷ୍ଟମୀ ରାତିରୁ ବିଭିନ୍ନ ସ୍ଥାନରୁ ନାରୀମାନେ ଏହି ପାଣିରେ ସ୍ନାନ କରି ସନ୍ତାନ ପ୍ରାପ୍ତି ଆଶାରେ ଆସିଥାନ୍ତି। ପ୍ରଥମ କଳ ପାଇଁ ପାଣିକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରାଯାଇଥାଏ। ଏହାପରେ ଅନ୍ୟମାନେ ମଧ୍ୟ ନିଲାମ ଧରି ଏହି କଳସ ପାଣି ନେଇ ସ୍ନାନ କରିଥାନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୬୮: ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୧୪୭ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ନଯାପଲ୍ଲୀରୁ ୩୩ ଜଣ ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ବମିଖାଲରୁ ୨୨ ଜଣ, ଓଲ୍ଡ ଟାଉନରୁ ୧୮ ଜଣ, ସୁନ୍ଦରପଦାରୁ ୧୭ ଜଣ, ପଟିଆରୁ ୧୫ ଜଣ, ଖଣ୍ଡଗିରିରୁ ୧୬ ଜଣ, ପୋଖରିପୁଟରୁ ୧୪ ଜଣ, ରସୁଲଗଡରୁ ୧୩ ଜଣ, ଶୈଳଶ୍ରୀବିହାରରୁ ୧୩ ଜଣ, ଲକ୍ଷ୍ମୀସାଗରରୁ ୧୧ ଜଣ, ୟୁନିଟ-୩ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପୁଣି ଥରେ ଲିଙ୍ଗରାଜ ମନ୍ଦିରରେ ଲାଗିଲା କଟକଣା: ଶ୍ରଦ୍ଧାଳୁଙ୍କୁ ମଳିବ ନାହିଁ ଅନୁମତି

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ପାଇଁ ପୁଣି ଥରେ କଟକଣା ଆରମ୍ଭ ହୋଇଯାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏହି କଟକଣା ଲାଗୁ କରାଯାଇଛି। ମନ୍ଦିରର କିଛି ସେବାୟତ ସଂକ୍ରମିତ ହେବାରୁ କଟକଣା ନିଷ୍ପତ୍ତି ନିଆଯାଇଛି। ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି। କେବଳ ସେବାୟତଙ୍କ ଦ୍ଵାରା ନୀତିକାନ୍ତ କରିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ପୂର୍ବ ନିଷ୍ପତ୍ତି ଅନୁସାରେ ଅଶୋକାଷ୍ଟମୀ ରଥଯାତ୍ରା ହେବ। ମନ୍ଦିର ପ୍ରଶାସନ ରଥଯାତ୍ରା ପରିଚାଳନା କରିବା ପାଇଁ ନିର୍ଦ୍ଦେଶ ହୋଇଛି। ଏନେଇ ବିଏମସି ନିର୍ଦ୍ଦେଶନାମା ଜାରି କରିଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି କଟକଣା ଲାଗିବ ବୋଲି ବିଏମସି କହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୮: ସୁସ୍ଥ ହେଲେ ୧୨୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୬୭୯ କୁ ବୃଦ୍ଧି ହୋଇଛି।

ଖଣ୍ଡଗିରିରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଟିଆରୁ ୧୫ ଜଣ, ନଯାପଲ୍ଲୀରୁ ୧୪ ଜଣ, ଓଲ୍ଡ ଟାଉନରୁ ୧୩ ଜଣ, ୟୁନିଟ ୬ ରୁ ୧୦ ଜଣ, ବାଣୀବିହାରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୮୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୫୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୫୧: ସୁସ୍ଥ ହେଲେ ୧୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୩୪୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୭୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୩୧୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧: ସୁସ୍ଥ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୬୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୪୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୮୯୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୬୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୯୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୯: ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୫୭୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୦୭: ସୁସ୍ଥ ହେଲେ ୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୨୦୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୪୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୪୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୧: ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୮୯୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୩୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୨୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୦: ସୁସ୍ଥ ହେଲେ ୫୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୭୦୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୩୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୪୮: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୫୧୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୨୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୭୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୭୧: ସୁସ୍ଥ ହେଲେ ୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୩୬୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୨୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୧୯୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୬୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୮: ସୁସ୍ଥ ହେଲେ ୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୪୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୬୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୩: ସୁସ୍ଥ ହେଲେ ୪୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୭୩୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୩ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।