ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ମୁଖ୍ୟ ଶାଖାକୁ ବିଏମସି ସିଲ୍ କରିଛି। ୭ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଆଜିଠାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ଶାଖାକୁ ସିଲ୍ କରାଯାଇଛି। ମୁଖ୍ୟ ଶାଖାର ଗ୍ରାଉଣ୍ଡ ଓ ଫାଷ୍ଟ ଫ୍ଲୋରକୁ ବିଶୋଧନ କରାଯିବ। ସମସ୍ତ କର୍ମଚାରୀଙ୍କୁ ଆସନ୍ତା ୬ ତାରିଖରେ ଆରଟିପିସିଆର ଟେଷ୍ଟ କରାଯିବ ବୋଲି ବିଏମସି ନିର୍ଦ୍ଦେଶ ଦେଇଛି। ବର୍ତ୍ତମାନ ଆକ୍ରାନ୍ତ କର୍ମଚାରୀଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ ଜାରି ରହିଥିବା ବେଳେ ସେମାନେ ଏବେ ପୃଥକ ବାସରେ ରହିଛନ୍ତି। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
Tag: ଭୁବନେଶ୍ବର
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୧୮ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: କରୋନାର ଦ୍ଵିତୀୟ ଲହର ଏବେ ଭୟଙ୍କର ରୂପ ନେଉଛି। ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢିଚାଲିଛି। ଏହାକୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଉଥିବା ବେଳେ ଆଜି ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେସନ ଏକ ନୂଆ ଗାଇଡ଼ଲାଇନ୍ ଜାରି କରିଛି। ବିବାହ ଏବଂ ଶୁଦ୍ଧ କ୍ରିୟା ପାଇଁ କଟକଣା କଡାକଡି କରିଛି। ବିବାହ ଉତ୍ସବରେ ସର୍ବାଧିକ ୧୦୦ ଜଣ ଲୋକ ଭାଗ ନେବାକୁ ଥିବା ବେଳେ ଶୁଦ୍ଧ କ୍ରିୟାରେ ସର୍ବାଧିକ ୫୦ ଜଣ ପାଇଁ ଅନୁମତି ରହିଛି।
ସେହିପରି କୌଣସି ଅନୁଷ୍ଠାନର ରୋପ୍ୟ, ସୁବର୍ଣ୍ଣ କିମ୍ବା ଶତବାର୍ଷିକୀ ଉତ୍ସବ ଉପରେ କଟକଣା ଲାଗିଛି। କୌଣସି ସଂସ୍ଥା କିମ୍ବା ଶିକ୍ଷାନୁଷ୍ଠାନରେ ବାର୍ଷିକ ଉତ୍ସବ ପାଇଁ ଅନୁମତି ନାହିଁ। ଏହି ମାର୍ଗଦର୍ଶିକା ଆସନ୍ତା ୬ ତାରିଖରୁ ଲାଗୁ ହେବ ଏବଂ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୪୭ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୪୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୨ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୦୨ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର, ଭୁବନେଶ୍ବରର ବର୍ତ୍ତମାନ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। କାରଣ ଗତକାଲି ଯେପରି ତାତି ରହିଥିଲା ତାହା କେବେ ବି ହୋଇ ନ ଥିଲା। ତେବେ ଭାରତରେ ନୁହେଁ ବିଶ୍ବରେ କେଉଁଠି ବି ଏପରି ତାତି ଅନୁଭୂତ ହୋଇ ନ ଥିଲା। ପାଣିପାଗ ବିଭାଗ ଅନୁସାରେ ଗତକାଲି ଭୁବନେଶ୍ବର ତାପମାତ୍ର ଥିଲା 44.2 ଡିଗ୍ରୀ ସେଲସିୟସ। ଏହା ଏକ ରେକର୍ଡ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ପୂର୍ବରୁ 2016 ମସିହା ମାର୍ଚ୍ଚ 21 ତାରିଖରେ ଭୁବନେଶ୍ବରରେ ସର୍ବାଧିକ ତାପମାତ୍ର ରେକର୍ଡ କରାଯାଇଥିଲା। ସେଦିନ ରାଜଧାନୀର ତାପମାତ୍ରା ଥିଲା 42.2 ଡିଗ୍ରୀ ସେଲସିୟସ।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୫୦ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୨୧ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୩୯୬ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୪୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୩୬୪ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଭୂବନେଶ୍ବର ସ୍ଥିତ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି । ଭୂବନେଶ୍ବର ମହାନଗର କର୍ପୋରେସନ ତରଫରୁ ଆଲେନ୍ କୋଚିଂ ସେଣ୍ଟରକୁ ସିଲ୍ କରାଯାଇଛି। ଆଲେନ୍ କୋଚିଂ ସେଣ୍ଟରରୁ ୨୦ରୁ ଅଧିକ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ ବିମସି ଏଭଳି ନିଷ୍ପତ୍ତି ନେଇଛି। ଆଲେନ୍ ଭିତରେ ଥିବା ହଷ୍ଟେଲ କିମ୍ବା ମେସ୍ କୁ ପ୍ରବେଶ ଉପରେ କଟକଣା ଲାଗିଛି। ଭିତରେ ଥିବା ଲୋକ ବାହାରକୁ ବାହାରିବା ବାରଣ କରାଯାଇଛି। କେବଳ ସ୍ବୀକୃତିପ୍ରାପ୍ତ ବିଏମସି କର୍ମଚାରୀଙ୍କୁ ଆଲେନ୍ ଭିତରକୁ ପ୍ରବେଶ କରିପାରିବେ।
ଭୁବନେଶ୍ବର: ଖୋର୍ଦ୍ଧା ସ୍ଥିତ ଆଇଆଇଟି ଭୁବନେଶ୍ଵରରେ ୧୦ ଜଣ ଛାତ୍ର କରୋନାରେ ସଂକ୍ରମଣ ହୋଇଛନ୍ତି। ପୂର୍ବରୁ ୮ଜଣ ସଂକ୍ରମଣ ହୋଇଥିବା ବେଳେ ଆଜି ଆଉ ଦୁଇ ଜଣ ଛାତ୍ର ଆକ୍ରାନ୍ତ ଅଛନ୍ତି। ୪୦ ଟି ଆରଟିପିସିଆର ପରୀକ୍ଷା ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଛାତ୍ରମାନେ ସ୍ଵତନ୍ତ୍ର ଆଇସୋଲେସନରେ ରଖାଯାଇଛି। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଭୁବନେଶ୍ବର, ମାତ୍ର 30 ମିନିଟ ଭିତରେ କଟକ ଭୁବନେଶ୍ବରୁ କରିଦେଲା ଛାରଖାର। ଆଜି ସଂଧ୍ୟାରେ ଦୁଇ ମହାନଗରରେ ହଠାତ ଆସିଥିଲା କାଳବୈଶାଖୀ। ଫଳରେ ଏହାର ପ୍ରଭାବରେ କଟକ ଓ ଭୁବନେଶ୍ବରରେ ପ୍ରବଳ ପବନ ସହିତ ବର୍ଷା ହୋଇଥିଲା। ପବନର ବେଗ ଏପରି ଥିଲା ଯେ, ଉଠା ଦୋକାନୀ ଏବଂ ବସ୍ତିର ଚାଳ ଛପର କୁଆଡେ ଉଡି ଯାଇଥିଲା। ପଲିଥିନ ତଳେ ବେପାର କରୁଥିବା ବ୍ୟବସାୟୀ ନିଜ ଜିନଷ ଭିତରକୁ ନେବା ଭିତରେ ପବନରେ ଅନେକ କିଛି କ୍ଷୟକ୍ଷତି କରିଦେଇଥିଲା।
ଆଜି ରାଜଧାନୀରେ ଅପରାହ୍ନ ପ୍ରାୟ ସାଢେ ପାଞ୍ଚଟା ପାଖାପାଖି ଆକାଶରେ କଳାହାଣ୍ଡିଆ ମେଘ ଢାଙ୍କି ଦେଇଥିଲା। ଚାରିଆଡେ ଅନ୍ଧାର ଘୋଟି ଆସିଥିଲା। ଚାହୁଁଚାହୁଁ ନିମିଷକ ମଧ୍ୟରେ ପବନ ପ୍ରବାହିତ ହେବାକୁ ଲାଗିଲା। ଧିରେଧିରେ ପବନ ବେଗ ବଢିବାରେ ଲାଗିଲେ। ଧୂଳିରେ ପରିପୂର୍ଣ୍ଣ ହୋଇଗଲା ରାସ୍ତାଘାଟ। ଗାଡି ଚଳେଇ ଯାଉଥିବା ଯାତ୍ରୀମାନେ ଆଗକୁ ଗାଡି ନେବାର ମଧ୍ୟ ଅସମ୍ଭବ ହୋଇ ପଡିଥିଲା।
ପବନର ପ୍ରକୋପରେ ବସ୍ତିଗୁଡିକରେ ଥିବା ଚାଳଛପର ଏପରିକି ଆଜବେଷ୍ଟ ମଧ୍ୟ ଉଡିଗଲା। କିଛି ସମୟ ପାଇଁ ପୁରା କଟକ ଭୁବନେଶ୍ବର ଅନ୍ଧକାର ପାଲଟିଗଲା। ପବନର ଉତପାତ୍ ପରେ ଆରମ୍ଭ ହୋଇଗଲା ପ୍ରବଳ ଘଡଘଡି, ବିଜୁଳି ସହିତ ବର୍ଷା। ପ୍ରାୟ 10 ମିନିଟ ଧରି ବର୍ଷା ଲାଗି ରହିଥିଲା। ଏହା ପରେ ଧିରେଧିରେ ପାଗ ସ୍ବାଭାବିକ ହୋଇଥିଲା।
କଟକ ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଲାଗି ରହିବ ବୋଲି ପାଣିପାଗ ବିଭାଗ ତରଫରୁ ଆଗୁଆ ସୂଚନା ଦିଆଯାଇଥିଲା।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୨୬୩ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୨୪୩ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ବରଗଡରୁ ୧୦, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୭, ବାଲେଶ୍ବରରୁ ୫, କଟକରୁ ୫, ଯାଜପୁରରୁ ୫, ନବରଙ୍ଗପୁରରୁ ୪, ରାୟଗଡାରୁ ୪, ଜଗତସିଂହପୁରରୁ ୩, ସମ୍ବଲପୁରରୁ ୩, ଗଞ୍ଜାମରୁ ୨, ନୂଆପଡ଼ାରୁ ୨, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୩୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ କୁ ବୃଦ୍ଧି ହୋଇଛି। ତେବେ ୯୩୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୨୧୯ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୯୬ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶର: ଆଜି ସନ୍ଧ୍ୟାରୁ ଭୁବନେଶ୍ବର ମାର୍କେଟ ଓ ଜନଗହଳି ଅଞ୍ଚଳରେ ଚଢାଉ ଆରମ୍ଭ କରାଯିବ। ମହାନଗରରେ କୋଭିଡ଼ କଟକଣାକୁ କଡାକଡି କରାଯିବ। ସ୍ଵତନ୍ତ୍ର ଟିମ ଗଠନ କରାଯାଇ ଏସବୁ ଉପରେ ନଜର ରଖାଯିବ। ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି।
ତେବେ ଭୁବନେଶର ସ୍ଥିତ ଏକ୍ସଆଇଏମବିରୁ ୨୦୪ ଟି ନମୁନା ସଂଗ୍ରହ କରାଯାଇଛି। ତନ୍ମଧ୍ୟରୁ ୨୦୧ ଟି ନେଗେଟିଭ ଆସିଛି। ଶିକ୍ଷାନୁଷ୍ଠାନ ଉପରେ ବିଶେଷ ନଜର ରଖାଯାଇଛି। ଟେଷ୍ଟିଂ ଉପରେ ଅଧିକ ଧ୍ୟାନ ଦିଆଯାଉଛି, ଅବିରତ ଟେଷ୍ଟିଂ କରାଯାଉଛି ବୋଲି କମିଶନର କହିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୮୨ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଭୁବନେଶ୍ବରର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ବିଏମସି ସିଲ୍ କରିଛି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି।
ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ଉପରେ ସଂପୂର୍ଣ୍ଣ କଟକଣା ଲଗାଯାଇଛି। କେବଳ ଶିକ୍ଷାନୁଷ୍ଠାନ ପରିସରକୁ ବିଏମସି କର୍ମଚାରୀମାନେ ଯିବା ପାଇଁ ଅନୁମତି ରହିଛି। ସେହିଭଳି ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବା ବାରଣ କରାଯାଇଛି। ସେଥିପାଇଁ ଶିକ୍ଷାନୁଷ୍ଠାନ ଭିତରେ ଥିବା ଲୋକଙ୍କ ପାଇଁ ବିଏମସି ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଔଷଧ ଯୋଗାଇବ।
ଶିକ୍ଷାନୁଷ୍ଠାନର ସବୁ ଛାତ୍ର ଏବଂ ଶିକ୍ଷକମାନଙ୍କୁ ଆଜି କରୋନା ପରୀକ୍ଷା ପାଇଁ ବିଏମସି ନିର୍ଦ୍ଦେଶ ଦେଇଛି। ସମସ୍ତ ଆକ୍ରାନ୍ତମାନଙ୍କୁ ଗୋଟିଏ ସ୍ଥାନରେ ଆଇସୋଲେସନରେ ରଖିବା ପାଇଁ ନିର୍ଦ୍ଦେଶ ହୋଇଛି।