Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୪୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୯୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୪ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୩୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ହୋଲି ଏବଂ ଦୋଳ ମେଳଣ ପାଇଁ ରାଜଧାନୀ ଭୁବନେଶ୍ବରରେ ଲାଗିଲା କରୋନା କଟକଣା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ମହାନଗର ଅଞ୍ଚଳରେ ହୋଲି ଏବଂ ଦୋଳ ମେଳଣ ପାଇଁ କରୋନା କଟକଣା ଲାଗିଛି। ସର୍ବସାଧାରଣ ସ୍ଥାନରେ ହୋଲି ପାଳନ କରିବା ପାଇଁ ନିଷେଦ୍ଧ କରାଯାଇଛି। ଗୋଟିଏ ସ୍ଥାନରେ ୬୦ ରୁ ଉର୍ଦ୍ଧ୍ଵ ବ୍ୟକ୍ତି ଏକାଠି ହୋଇପାରିବେ ନାହିଁ। ୧୦ ଟି ଦୋଳ ବିମାନ ଏକତ୍ରିତ ହୋଇ ଆସିବାକୁ ବାରଣ କରାଯାଇଛି। ପ୍ରତ୍ୟେକ ଠାକୁରଙ୍କ ସାଥିରେ ୪/୫ ଜଣ ଆସିବା ପାଇଁ ଅନୁମତି ଦିଆଯାଇଛି। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

ତେବେ ବର୍ତ୍ତମାନ ହୁବନେଶ୍ବରର କରୋନା ସ୍ଥିତି ଗମ୍ଭୀର ହୋଇନି, ନିୟନ୍ତ୍ରଣରେ ରହିଛି ବୋଲି କମିଶନର କହିଛନ୍ତି। କିନ୍ତୁ ଗାଇଡ଼ଲାଇନ ନମାନିଲେ ସ୍ଥିତି ସଙ୍ଗୀନ ହୋଇପାରେ ବୋଲି ସେ ଲୋକଙ୍କୁ ସତର୍କ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୧୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୦୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୯ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୮୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ବର୍ଦ୍ଧିତ ହୋଲଡିଙ୍ଗ ଟାକ୍ସକୁ ସ୍ଥଗିତ ରଖିଲେ ରାଜ୍ୟ ସରକାର

ଭୁବନେଶ୍ବର: ଭୁବନେଶ୍ବରରେ ବର୍ଦ୍ଧିତ ହୋଲଡିଙ୍ଗ ଟାକ୍ସକୁ ସ୍ଥଗିତ ରଖିବାକୁ ଘୋଷଣା କରାଯାଇଛି। ଲୋକଙ୍କ ଭାବାବେଗକୁ ଲକ୍ଷ କରି ମୁଖ୍ୟମନ୍ତ୍ରୀ ବର୍ଦ୍ଧିତ ହୋଲଡିଙ୍ଗ ଟାକ୍ସକୁ ସ୍ଥଗିତ ରଖିଛନ୍ତି।

ଏନେଇ ବିଭାଗୀୟ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ସୂଚନା ଦେଇଛନ୍ତି। ଓଡିଶା ଉଚ୍ଚ ନ୍ୟାୟଳୟର ରାୟ ଶୁଣାଣି ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖାଗଲା ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ପୁରୁଣା ଦର ହିସାବରେ ଏବେ ଟାକ୍ସ ଆଦାୟ ହେବ ବୋଲି ସେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ୮ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୭୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା: ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ

ଭୁବନେଶ୍ୱର: ରାଜ୍ୟରେ ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନୁଗୁଳ, ବରଗଡ, ଦେଓଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଏବଂ ସୁନ୍ଦରଗଡରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷା ସମୟରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତଙ୍କ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୭ ଟି ଜିଲ୍ଲାକୁ ଘୂର୍ଣ୍ଣିଝଡ ଏବଂ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର: ଆଜି ରାଜ୍ୟରେ ୭ ଟି ଜିଲ୍ଲାକୁ ଘୂର୍ଣ୍ଣିଝଡ ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଦିଆଯାଇଛି। ଆସନ୍ତା ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ ଓ ବଜ୍ରପାତର ସତର୍କ ସୂଚନା ମିଳିଛି। କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ସତର୍କ ସୂଚନା ମିଳିଛି। ଆଜି ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶ ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ଜଣେ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୯ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେକରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ଜଣଙ୍କ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୭୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଜଣେ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

 ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୩୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୨୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୩ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।