Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୦୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୧ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ମଧ୍ୟରୁ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ୮ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୮୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୭୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୬୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ସ୍ଥାନୀୟ ଅଞ୍ଚଳରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜିଠୁ ଭୁବନେଶ୍ବରରେ କିନ୍ନର କାଟିବେ ପାର୍କିଂ ଚାଲାଣ

ଭୁବନେଶ୍ଵର: ଆଜିଠୁ ଭୁବନେଶ୍ବରରେ କିନ୍ନର ପାର୍କିଂ ଚାଲାଣ କାଟିବେ। ଟିଜି ସ୍ବୀକୃତିକୁ ସ୍ମାର୍ଟ ସିଟିରେ ୨ ଟି ପ୍ରମୁଖ ପାର୍କିଂ ଲଟ ହସ୍ତାନ୍ତର କରାଯାଇଛି। ପରୀକ୍ଷାମୂଳକ ଭାବେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ୧୭ ଜଣ କିନ୍ନରଙ୍କୁ ଏଥିରେ ସାମିଲ କରାଯାଇଛି। ଆଜି ରାଜମହଲ ଛକରେ ବିଏମସି କମିଶନର ଏହାକୁ ଉଦଘାଟନ କରିଛନ୍ତି।

ଟିଜି ସ୍ବୀକୃତିକୁ ହସ୍ତାନ୍ତର ହୋଇଥିବା ଦୁଇଟି ପାର୍କିଂ ଲଟ୍

(ପ୍ରଥମ ପାର୍କିଂ ଲଟ୍)

ଶ୍ରୀଲେଦର ସୋରୁମରୁ ଅଶୋକା ମାର୍କେଟ ଯେଉଁଥିରେ ଚାରୋଟି ପାର୍କିଂ ସ୍ଥଳୀ ଅନ୍ତର୍ଭୁକ୍ତ। ସେଗୁଡିକ ହେଲା- ଖାଦିମ୍ ସୋରୁମ୍ ସାମ୍ନାରୁ ଶ୍ରୀ ଲେଦର ସୋରୁମ୍ ସାମ୍ନା ପର୍ଯ୍ୟନ୍ତ, ହୋଟେଲ ରୟାଲ ମଡ ଟାଉନରୁ ଆର୍ଯ୍ୟପ୍ୟାଲେସ୍, ଅଶୋକା ମାର୍କେଟରୁ ସିଟି ରେସିଡେନ୍‌ସି, ରୟାଲ ମିଡ୍‌ ଟାଉନ୍ ସାମ୍ନାରୁ ନାରାୟଣ ଆୟୁର୍ବେଦ ଭବନ ସୋରୁମ୍ ଅଶୋକ ନଗର ପର୍ଯ୍ୟନ୍ତ।

(ଦ୍ବିତୀୟ ପାର୍କିଂ ଲଟ୍)

ମାଷ୍ଟର କ୍ୟାଟିନ୍ ଛକଠାରୁ ଶ୍ରୀୟା ଛକ ପର୍ଯ୍ୟନ୍ତ ଥିବା ପାର୍କିଂ ସ୍ଥାନ ଗୁଡିକ ହେଲା-

ହୋଟେଲ୍ ସ୍ବସ୍ତି ବୀପରିତ ପାର୍ଶ୍ବରେଥିବା ଖାରବେଳ ନଗରର ସ୍ଥାନ, ଇପାରୀ ସଦାଶିବ ଜୁଏଲାରୀ ଠାରେ ଥିବା ଖାରବେଳ ନଗର ଅଫଷ୍ଟ୍ରିଟ୍ ପାର୍କିଂ ସ୍ଥଳୀ, ନରୁଲା ଜେନେରାଲ୍ ଷ୍ଟାର୍ ସମୁଖରୁ ପିସି ଚାନ୍ଦ ପର୍ଯ୍ୟନ୍ତ ଖାରବେଳ ନଗର ଅଫଷ୍ଟ୍ରିଟ୍ ପାର୍କଂ, ଗୋଦାବରୀଶ ସାହିତ୍ୟ ସଂସଦ ସାମ୍ନାରେ ଥିବା ଖାରବେଳ ନଗର ଅଫ୍ ଷ୍ଟ୍ରିଟ୍ ପାର୍କିଂ ଏବଂ ହୋଟେଲ୍ କେଶରୀ ସମୁଖସ୍ଥ ଖାରବେଳ ନଗର ଅନ୍ ଷ୍ଟ୍ରିଟ୍ ପାର୍କିଂ ସ୍ଥଳୀ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରୁ ଆଜିର ସମସ୍ତ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜଧାନୀରୁ ୧୦ ଲକ୍ଷ ଟଙ୍କାର ଧଳା ଜହର ଜବତ କଲା କ୍ରାଇମବ୍ରାଞ୍ଚ ଏସଟିଏଫ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୨ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। କ୍ରାଇମବ୍ରାଞ୍ଚ ଏସଟିଏଫ ଏହି ବ୍ରାଉନ ସୁଗାର ଜବତ କରିଛି। ଜବତ ହୋଇଥିବା ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ହେବ ବୋଲି ଜଣାପଡ଼ିଛି। ଏହା ସହିତ ଜଣେ ମହିଳାଙ୍କୁ କ୍ରାଇମବ୍ରାଞ୍ଚ ଏସଟିଏଫ ଅଟକ ରଖିଛି। ଭୁବନେଶ୍ବରର ୟୁନିଟ-୮ ନାରାୟଣ ବସ୍ତିରୁ ଏହି ମହିଳା ଜଣଙ୍କୁ ଧରିବାରେ ସକ୍ଷମ ହୋଇଛି ଏସଟିଏଫ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୦୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।