ଆଜିର ଖବର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ‘ଜାତୀୟ ଶିକ୍ଷା ଦିବସ’ ପାଳିତ ଭୁବନେଶ୍ୱର: ସ୍ୱାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମବାର୍ଷିକୀ ଅବସରରେ ଚଳିତବର୍ଷ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆରଆଇଇ) ପକ୍ଷରୁ ‘ଜାତୀୟ ଶିକ୍ଷା ଦିବସ’…