ଆଜିର ଖବର ଆଧୁନିକ ଏଲ.ଏଚ.ବି. କୋଚ ସହିତ ଚଳାଚଳ କରିବ ଭୁବନେଶ୍ୱର-ଜଗଦଳପୁର ହିରାଖଣ୍ଡ ଏକ୍ସପ୍ରେସ ଭୁବନେଶ୍ବର: ଯାତ୍ରୀମାନଙ୍କୁ ଉତ୍ତମ ଓ ଆରାମ ଦାୟକ ଏବଂ ଜର୍କ ମୁକ୍ତ ଯାତ୍ରା ଯୋଗାଇବା ପାଇଁ ପୂର୍ବତଟ ରେଳପଥ ଚଳିତ ମାସରୁ ଆଧୁନିକ ଲିଙ୍କେ-ହୋଫମାନ-ବୁଶ (LHB) କୋଚ…