ଭୁବନେଶ୍ୱର-ବଲାଙ୍ଗୀର ଏକ୍ସପ୍ରେସ

ଭୁବନେଶ୍ଵର: ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ କାର୍ଯ୍ୟକ୍ଷମ ହେବା ଏବଂ ସ୍ଥାନୀୟ ଲୋକଙ୍କ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସକୁ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ…