ଜାତୀୟ ଖବର ଭୁବନେଶ୍ୱରର ଟ୍ରାଫିକ୍ ଭିଡ ହ୍ରାସ ପାଇଁ ଖର୍ଚ୍ଚ ହେବ ୭,୦୦୦ କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ…