ଆଜିର ଖବର ୪୧ କେଜି ଗଞ୍ଜେଇ ଜବତ: କାର ଓ ଚାଲାଣକାରୀ ଗିରଫ ରଣପୁର: ଭଞ୍ଜନଗରରୁ ଭୁବେନେଶ୍ୱରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ରଣପୁର ପୋଲିସ। ରଣପୁର କୋଟଗଡ଼ ଘାଟି ନିକଟରେ ଚଢ଼ାଉ କରି ଗଞ୍ଜେଇ ଜବତ କଲା…