ଆଜିର ଖବର ଆଜି ମା ତାରାତାରିଣୀ ମନ୍ଦିର ଯିବେ ମୁଖ୍ୟମନ୍ତ୍ରୀ, ତା ପର୍ବରୁ ମୁଖ୍ୟଶାସନ ସଚିବ, 5ଟି ସଚିବଙ୍କ ଅନୁଧ୍ୟାନ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ଗଂଜାମର ମା ତାରାତାରିଣୀ ମନ୍ଦିର ଗସ୍ତ କରିବେ। ସେ ସେଠାରେ ଚାଲିଥିବା ପ୍ରତିଷ୍ଠା ଉତ୍ସବରେ ଯୋଗେଦେବେ। ରାଜ୍ୟ…