ବିଶେଷ ଖବର ଧାମନଗର ଉପନିର୍ବାଚନ: ନଭେମ୍ବର ୩ରେ ଭୋଟ, ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି ଭୁବନେଶ୍ଵର: ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଗୁଡିକ ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା…