PanchayatElection ଭୋଟବାକ୍ସ ସୁରକ୍ଷା ପାଇଁ ଏହିସବୁ ପଦକ୍ଷେପ ନିଅ, ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ପ୍ରତ୍ୟେକ ବ୍ଲକ୍ ମୁଖ୍ୟାଳୟଠାରେ ୨୬, ୨୭ ଓ ୨୮ ତାରିଖ ତିନିଦିନ ଧରି ଭୋଟଗଣତି କରାଯିବ। ଏଥି ନିମନ୍ତେ ସେଠାରେ…