ଭୋଟର ସଚେତନତା ରାଲି

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପଞ୍ଚାୟତ ସମେତ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭୋଟର ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ଚିଲିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ହଳଧର ଶବର,…