ଆଜିର ଖବର ଭୁବନେଶ୍ଵର ରିଙ୍ଗ୍ ରୋଡ୍ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଜମି ଅଧିଗ୍ରହଣ ପାଇଁ ୬ ଶହ କୋଟି ଦେବ ରାଜ୍ୟ ସରକାର ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର ରିଙ୍ଗ ରୋଡ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚତୁପାର୍ଶ୍ବରେ ଏହି ରୋଡ ନିର୍ମାଣ ହେବ। ୬ ଲେନ…