ଆଜିର ଖବର ମତୋ ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଉଚ୍ଚ ଶିକ୍ଷା ମନ୍ତ୍ରୀ: ଶ୍ରେଣୀ ଗୃହ ପ୍ରତିଷ୍ଠା ପାଇଁ ୧ କୋଟି ଟଙ୍କା ମଞ୍ଜୁର ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ମତୋ ଯୁକ୍ତ ୩ ସ୍ନାତକ ମହାବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ…