ଆଜିର ଖବର ମଧ୍ୟାହ୍ନଭୋଜନ ସମ୍ପର୍କିତ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ: ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଖାଦ୍ୟ ଭୁବନେଶ୍ୱର: ସରକାରୀ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କୁ ସ୍ୱାସ୍ଥ୍ୟକର ଓ ନିରାପଦ ମଧ୍ୟାହ୍ନଭୋଜନ ଯୋଗାଇଦେବା ଲକ୍ଷ୍ୟରେ ଭୁବନେଶ୍ୱରସ୍ଥିତ ମିଶନ୍ ଶକ୍ତି ଭବନ ପରିସରରେ ଶୁକ୍ରବାର ଏକ ଦୁଇଦିନିଆ କର୍ମଶାଳା…