ମନଞ୍ଜିନ୍ଦର ସିର୍ସା

ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ଚାଲିଆସୁଥିବା ଚାଷୀଙ୍କ ବିରୋଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତିନୋଟି ନୂତନ କୃଷି ଆଇନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛନ୍ତି।…