ମନସା ଦେବୀ ମନ୍ଦିର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି: “ଉତ୍ତରାଖଣ୍ଡର…